ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି |
Preparatory meeting for Hockey Championship 2025 at Kalinga Stadium
