Third-round elections in 6 Lok Sabha & 42 Assembly constituencies of Odisha on May 25

ଖୋରଧା ଜିଲ୍ଲାରେ ଆସନ୍ତାକାଲି ମତଦାନ ନିମନ୍ତେ ପୋଲିଂ ପାର୍ଟିମାନେ ଆଜି ଦ୍ୱିତୀୟ ଦିନରେ ବୁଥ୍‌ ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତକାଲି ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହେବ ମତଦାନ |