ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ବାଚସ୍ପତି ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀମାନେ ବିଧାନସଭା ଗ୍ରନ୍ଥାଗାର, ଗବେଷଣା ବିଭାଗ ବୁଲି, ବିଧାନସଭାର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହୋଇଥିଲେ ।
Comments are closed, but trackbacks and pingbacks are open.